ଶୀତଳ ଷଷ୍ଠୀ ଯାତ୍ରା ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା ବମ୍ ସ୍କ୍ୱାଡ୍ ଓ ଡଗ୍ ସ୍କ୍ୱାଡ୍ର ଯାଞ୍ଚ
ବିଶ୍ୱପ୍ରସିଦ୍ଧ ସମ୍ବଲପୁର ଶୀତଳ ଷଷ୍ଠୀ ଯାତ୍ରା ପାଇଁ ସହର ଏବେ ଉତ୍ସବମୁଖର l ଏହି ମହାପର୍ବକୁ ଶାନ୍ତିଶୃଙ୍ଖଳା ଏବଂ ସୁରକ୍ଷିତ ଭାବେ ସମାପନ କରିବା ପାଇଁ ସମ୍ବଲପୁର ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି l
Read More