ଲସ୍କର ଏବଂ ଜୈଶର ୨୩ ସଦସ୍ୟଙ୍କୁ ଆତଙ୍କବାଦୀ ଘୋଷଣା କଲା ଗୃହ ମନ୍ତ୍ରାଳୟ
ଆତଙ୍କବାଦ ବିରୋଧରେ ‘ଶୂନ୍ୟ ସହନଶୀଳତା ନୀତି’ ଅବଲମ୍ବନ କରିଛନ୍ତି ମୋଦୀ ସରକାର। ଏନେଇ ଆତଙ୍କବାଦ ବିରୋଧରେ ଭାରତ ଏକ ବଡ଼ ପଦକ୍ଷେପ ନେଇଛି। କେନ୍ଦ୍ର ସରକାର ବେଆଇନ କାର୍ଯ୍ୟକଳାପ ନିବାରଣ ଆଇନ(ୟୁଏପିଏ)ଅନ୍ତର୍ଗତ ଆତଙ୍କବାଦୀ ସଂଗଠନ ଲସ୍କର-ଏ-ତୋଏବା
Read More