ଜାତୀୟତାଜା ଖବରରାଜ୍ୟ

ଓଡ଼ିଶା ଆସିବେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

ଭୁବନେଶ୍ବର, ୨|୬(ବ୍ୟୁରୋ): ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ। ଆସନ୍ତା ୧୯ରେ ରାଷ୍ଟ୍ରପତି, ୨୦ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ। ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ଗସ୍ତ ସୂଚନା ଦେଲେ ସାଂସଦ ନବଚରଣ ମାଝୀ। ୧୯ରେ ରାଇରଙ୍ଗପୁର ଆସିପାରନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ୨୦ରେ ପ୍ରଧାନମନ୍ତ୍ରୀ ମୋଦି ମଧ୍ୟ ରାଇରଙ୍ଗପୁର ଆସିବା ନେଇ ସୂଚନା ମିଳିଛି। ଓଡ଼ିଶା ଗସ୍ତ ନେଇ ରାଷ୍ଟ୍ରପତି ଭବନରୁ ଖବର ଆସିଥିବା ସାଂସଦ କହିଛନ୍ତି। ନବନିର୍ମିତ ଷ୍ଟାଡିୟମ୍ ଉଦଘାଟନ କାର୍ଯ୍ୟକ୍ରମରେ ସାମିଲ ହେବେ ରାଷ୍ଟ୍ରପତି।

Leave a Reply

Your email address will not be published. Required fields are marked *